8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ;
ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।