9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି;
କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।