15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ,
"ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ,
ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।"