ଲୋକମାନଙ୍କ ପ୍ରତି ପରମେଶ୍ୱରଙ୍କ ଆଶୀର୍ବାଦ
19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ;
ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।