2 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ;
ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।