15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି;
ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
17 ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।

+581 estão orando agora.
Junte-se à corrente de oração.