28 ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ?
ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ
କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।