Pular para o conteúdo
Publicidade

ଯିଶାଇୟ 40:3,8

3 ଏକ ଜଣର ରବ ପ୍ରଚାର କରେ,

"ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର,

ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।

8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.