30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।