ସଦାପ୍ରଭୁଙ୍କ ମହାନତା
9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ,
ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ;
ଯିହୁଦାର ନଗରସମୂହକୁ କୁହ, "ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!"