17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ;
ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।