18 "ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ?
ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।