2 ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ;
ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।