22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ;
ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।