3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା;
ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
4 ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।