ସୃଷ୍ଟି ଓ ଇତିହାସର ପ୍ରଭୁ
9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର!
ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’

+581 estão orando agora.
Junte-se à corrente de oração.