4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;
ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।