15 "ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ?
ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।