25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି,
"ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ;
କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।