7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ;
ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।