3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,
ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।