4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ;
କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।