11 ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ,
ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।