3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ;
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।