11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ
ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ
ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।