2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି
ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।