8 ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ;
ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।