Pular para o conteúdo
Publicidade

ଯିଶାଇୟ 6:3,5

3 ଆଉ, ସେମାନେ ପରସ୍ପର ଡାକି କହିଲେ,

"ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।"

5 ତେବେ ମୁଁ କହିଲି, "ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.