6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ; 7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, "ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।"
Publicidade