Pular para o conteúdo
Publicidade

ଯିଶାଇୟ 61:3

3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ,

ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି;

ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.