16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ,
ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା;
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।