7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ;
କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।