8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ;
ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।