ବିଚାର ଏବଂ ଉଦ୍ଧାର
1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି;
ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, "ଆମ୍ଭକୁ ଦେଖ, ଆମ୍ଭକୁ ଦେଖ" ବୋଲି ଆମ୍ଭେ କହିଲୁ।