3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ;
ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି,
ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,