Publicidade

Isaías 9

6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି

ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ;

ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ,

ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା,

ଶାନ୍ତିରାଜା ହେବ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-