ଶୟତାନ ଦ୍ୱାରା ଆୟୁବ ପରୀକ୍ଷିତ
1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, "ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?"
21 ଆଉ, ସେ କହିଲା, "ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।"