12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,
ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା
ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,
ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା
ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।