ଆୟୁବଙ୍କୁ ପରମେଶ୍ୱରଙ୍କ ପୁନଃସ୍ଥାପନ
10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।

+581 estão orando agora.
Junte-se à corrente de oração.