20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।