12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି;
ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ,
ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି;
କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।