25 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ,
ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ,
ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି,
ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
25 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ,
ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ,
ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି,
ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।