ଜୀବନ୍ତ, ଦେହବନ୍ତ ବାକ୍ୟ
1 ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। 2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। 3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।