12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
Publicidade

+581 estão orando agora.
Junte-se à corrente de oração.