6 ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। 7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
Publicidade

+581 estão orando agora.
Junte-se à corrente de oração.