9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। 10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।