25 ଯୀଶୁ ତାହାଙ୍କୁ କହିଲେ, "ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, 26 ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?"
Publicidade