33 ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ, 34 "ତାଙ୍କୁ କେଉଁଠାରେ ରଖିଅଛ?" ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ। 35 ଯୀଶୁ କାନ୍ଦିଲେ।