43 ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, "ଲାଜାର, ବାହାରି ଆସ।" 44 ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, "ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।"
Publicidade

+581 estão orando agora.
Junte-se à corrente de oração.