12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, "ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ? 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।